ଭୁବନେଶ୍ୱର, ଓଡିଶାର ନବ ନିଯୁକ୍ତ ପୋଲିସ୍ ମହାନିର୍ଦ୍ଦେଶକ ସୁନୀଲ ବଂଶଲ ବୁଧବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସ ଠାରେ ସାକ୍ଷାତ କରିଛନ୍ତି । ଏହି ସମୟରେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ ପାଣ୍ଡିଆନ୍ ଉପସ୍ଥିତ ଥିଲେ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO