ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୩,୮୮,୬୪୭ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୬୮,୩୮,୧୭,୨୪୨ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା
ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋବିଡ ପାଇଁ ୧୩,୮୮,୬୪୭ ନମୂନାର ପରୀକ୍ଷଣ