
ସିମଲା, ହିମାଚଳ ପ୍ରଦେଶରେ ଗତ ୨୪ ଘଂଟା ମଧ୍ୟରେ ୨୬୦ ଟି କରୋନାର ନୂଆ ମାମଲା ସାମନାକୁ ଆସିଛି । । ଏହା ସହ ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୫୯ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଝାରଖଣ୍ଡରେ କରୋନାର ୨,୬୮୧ ନୂଆ ମାମଲା
ରାଂଚି, ଝାରଖଣ୍ଡରେ କରୋନାର ୨,୬୮୧ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୭,୬୮୧ ହୋଇଛି ।
ଆସାମରେ କରୋନାର ୪୭୫ ନୂଆ ମାମଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୪୭୫ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୫୮୮ହୋଇଛି । ରାଜ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।