
ମୁମ୍ବାଇ , ମୁମ୍ବାଇରେ ଗତ ୨୪ ଘଂଟାରେ ୧୦,୮୬୦ ନୂଆ କରୋନାର ମାମଲା ସାମନାକୁ ଆସିଛି । । ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ସକ୍ରିୟ ମାମଲାର ସଂଖ୍ୟା ୪୭,୪୭୬ ରହିଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୨,୪୭୯ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୨,୪୭୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ରାଜ୍ୟରେ ୧୩,୫୩୨ ସକ୍ରିୟ ମାମଲା ରହିଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୧୮,୪୬୬ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୧୮,୪୬୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୦ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୬,୩୦୮ ହୋଇଛି ।