
-
ଭଦ୍ରକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ବିଜେପି କର୍ମୀଙ୍କ ଭଙ୍ଗାରୁଜା
ଭଦ୍ରକ, ଭଦ୍ରକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଭଙ୍ଗାରୁଜା କରିଛନ୍ତି ବିଜେପି କର୍ମୀ । ଆଗାମୀ ପଚାଂୟତ ନିର୍ବାଚନରେ ଓବିସିଙ୍କୁ ସଂରକ୍ଷଣ ଦେବାରେ ସରକାରଙ୍କ ଚଚଂକତା ଅଭିଯୋଗ କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଧଶେଇ ପଶିବା ବେଳେ କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନକାରୀ ମାନେ ପ୍ରଥମେ ପୋଲିସ ସହ ମୁହାଁମୁହିଁ ହୋଇଥିଲେ । ପରେ ଉତ୍ୟେକ୍ତ କର୍ମୀ ମାନେ କାର୍ଯ୍ୟାଳୟ ଭିତରେ ପଶି ସେଠାରେ ଥିବା ଆସବାବପତ୍ର ଭଙ୍ଗାରୁଜା କରିଥିବା ସୂଚନା ମିଳିଛି ।