ଗଞ୍ଜାମ, ଆସନ୍ତା କାଲି ଠାରୁ ଗଞ୍ଜାମ ଜିଲ୍ଲାର ସମସ୍ତ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଦର୍ଶନକୁ ବାରଣ କରାଯାଇଛି । କୋଭିଡ଼୍ ସଂକ୍ରମଣ ବୃଦ୍ଧି ପାଇବାରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି କଟକଣା ଜାରୀ କରାଯାଇଛି । ଆସନ୍ତା ଫେବୃଆରୀ ୧ ତାରିଖ ପର୍ଯ୍ୟନ୍ତ ଏହି କଟକଣା ବଳବତର ରହିବ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO