ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୧୧,୬୯୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ରାଜ୍ୟରେ ୩୮,୩୭୪ ସକ୍ରିୟ ମାମଲା ରହିଛି ।
ଗୁଜରାତରେ ଗତ ୨୪ ଘଂଟାରେ ୬,୦୯୭ କରୋନାର ନୂଆ ମାମଲା
ଗାନ୍ଧୀନଗର , ଗୁଜରାତରେ ଗତ ୨୪ ଘଂଟାରେ ୬,୦୯୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩୨,୪୬୯ ହୋଇଛି ।
ବିହାରରେ ୪,୭୩୭ ନୂଆ କରୋନା ସଂକ୍ରମିତ ଚିହ୍ନଟ
ପାଟନା , ବିହାରରେ ଗତ ୨୪ ଘଂଟାରେ ୪,୭୩୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୦,୯୩୮: ହୋଇଛି