ଗଞ୍ଜାମ, ଅ।ସନ୍ତା ୧୭ ତାରିଖ ଯାଏଁ ଗୋପାଳପୁର, ସୋନପୁର ସମେତ ଜିଲ୍ଲାର ସମସ୍ତ ବେଳାଭୂମି ପର୍ଯ୍ୟଟକ ମାନଙ୍କ ପାଇଁ ବନ୍ଦ ରହିବ । ମକର ପର୍ବରେ ପର୍ଯ୍ୟଟକଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଏହି କଟକଣା ଜାରୀ କରିଛନ୍ତି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO