ପୁରୀ, ପୁରୀ ଜିଲ୍ଲାର କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ମା କାଳୀଯାଇ ପୀଠ ଓ ଚନ୍ଦନପୁର ଥାନା ଅନ୍ତର୍ଗତ ଶିରୁଳି ମହାବୀର ପୀଠରେ ଆସନ୍ତା କାଲି ମକର ସଂକ୍ରାନ୍ତୀ ଉପଲକ୍ଷେ ଭକ୍ତଙ୍କ ଗହଳିକୁ ଦୃଷ୍ଟିରେ ରଖି ଉପଜିଲ୍ଲାପାଳ ଭବତାରଣ ସାହୁ ୧୪୪ ଧାରା ଲାଗୁ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ୧୪ ତାରିଖ ସକାଳ ୫ଟା ଠାରୁ ରାତି ପର୍ଯ୍ୟନ୍ତ ଏହି କଟକଣା ବଳବତର ରହିବ ।