ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୨୦,୯୧୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୫ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୦୩,୬୧୦ ହୋଇଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୪୬,୪୦୬ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୪୬,୪୦୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩୬ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଗୁଜରାତରେ ଗତ ୨୪ ଘଂଟାରେ ୧୧,୧୭୬ କରୋନାର ନୂଆ ମାମଲା
ଗାନ୍ଧୀନଗର , ଗୁଜରାତରେ ଗତ ୨୪ ଘଂଟାରେ ୧୧,୧୭୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ କରୋନାର ୪,୩୪୮ ନୂଆ ମାମଲା
ହାଇଦ୍ରାବାଦ , ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୪,୩୪୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୪,୨୦୪ହୋଇଛି ।