ଶ୍ରୀନଗର, ଜାମ୍ମୁ କାଶ୍ମୀରରେ ଗତ ୨୪ ଘଂଟାରେ ୧,୯୬୬ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ଜାମ୍ମୁ କାଶ୍ମୀର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୭,୯୩୨ହୋଇ ଯାଇଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୨୫,୦୦୫ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୨୫,୦୦୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୦ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୧୫,୭୩୩ହୋଇଛି ।
ଚଣ୍ଡିଗଡରେ ଗତ ୨୪ ଘଂଟାରେ ୧,୩୩୮ କରୋନାର ନୂଆ ମାମଲା
ଚଣ୍ଡିଗଡ , ଚଣ୍ଡିଗଡରେ ଗତ ୨୪ ଘଂଟାରେ ୧,୩୩୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ଏଠାରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫,୮୧୬. ହୋଇଛି ।
କେରଳରେ ଗତ ୨୪ ଘଂଟାରେ ୧୩,୪୬୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ତିରୁବନନ୍ତପୁରମ , କେରଳରେ ଗତ ୨୪ ଘଂଟାରେ ୧୩,୪୬୮ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।