
ବେଙ୍ଗାଲୁରୁ ,କର୍ଣାଟକରେ ଗତ ୨୪ ଘଂଟାରେ ୨୮,୭୨୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୪ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୪୧,୩୩୭ ହୋଇଛି ।
ହରିଆଣାରେ ଗତ ୨୪ ଘଂଟାରେ କରୋନାର ୮,୮୪୧ ନୂଆ ମାମଲା
ଚଣ୍ଡିଗଡ , ହରିଆଣାରେ ଗତ ୨୪ ଘଂଟାରେ ୮,୮୪୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧,୪୨୦ହୋଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୨୪,୩୮୩ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୨୪,୩୮୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୨,୨୭୩ହୋଇ ଯାଇଛି ।