
ମୁମ୍ବାଇ , ମୁମ୍ବାଇରେ ଗତ ୨୪ ଘଂଟାରେ ୧୧,୩୧୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ଏଠାରେ ମୋଟ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮୪,୩୫୨ହୋଇଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୪୩,୨୧୧ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୪୩,୨୧୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୯ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୬୧,୬୫୮ ହୋଇଛି ।
କେରଳରେ ଗତ ୨୪ ଘଂଟାରେ ୧୬,୩୩୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ତିରୁବନନ୍ତପୁରମ , କେରଳରେ ଗତ ୨୪ ଘଂଟାରେ ୧୬,୩୩୮ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ସହ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୭୬,୮୧୯ ହୋଇ ଯାଇଛି ।