ଭୁବନେଶ୍ୱର, ରାଜ୍ୟରେ କରୋନା ସଂକ୍ରମିତ ଆଉ ୩ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ କରୋନା କାରଣରୁ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪୮୮୧ ହୋଇ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଗଂଜାମ, ନୟାଗଡ ଓ ସୁନ୍ଦରଗଡ ଜିଲ୍ଲାରେ ଜଣେ ଲେଖାଏ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
Related Stories
November 23, 2024
November 23, 2024
November 23, 2024