
ମୁମ୍ବାଇ , ମୁମ୍ବାଇରେ ଗତ ୨୪ ଘଂଟାରେ ୧୦,୬୬୧ ନୂଆ କରୋନାର ମାମଲା ସାମନାକୁ ଆସିଛି । । ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ସକ୍ରିୟ ମାମଲାର ସଂଖ୍ୟା ୭୩,୫୧୮ରହିଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୨୩,୯୮୯ କରୋନାର ନୂଆ ମାମଲା
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୨୩,୯୮୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୧ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୩୧,୦୦ ହୋଇଛି ।