
ଆଇଜଲ ,ମିଜୋରାମରେ ଗତ ୨୪ ଘଂଟାରେ ୪୭୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୦୪୮ ହୋଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୨୦,୭୧୮ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୨୦,୭୧୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୩,୪୦୭ହୋଇ ଯାଇଛି ।
ମୁମ୍ବାଇରେ ଗତ ୨୪ ଘଂଟାରେ ୧୦,୬୬୧ କରୋନାର ନୂଆ ମାମଲା
ମୁମ୍ବାଇ , ମୁମ୍ବାଇରେ ଗତ ୨୪ ଘଂଟାରେ ୧୦,୬୬୧ ନୂଆ କରୋନାର ମାମଲା ସାମନାକୁ ଆସିଛି । । ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ସକ୍ରିୟ ମାମଲାର ସଂଖ୍ୟା ୭୩,୫୧୮ରହିଛି ।