
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୩,୩୯୦ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୭,୭୭୭ ହୋଇଛି । ରାଜ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି
ପଶ୍ଚିମ ବଙ୍ଗରେ ଗତ ୨୪ ଘଂଟାରେ ୧୯,୦୬୪ କରୋନାର ନୂଆ ମାମଲା
କୋଲକାତା ପଶ୍ଚିମବଙ୍ଗ ରେ ଗତ ୨୪ ଘଂଟାରେ ୧୯,୦୬୪ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୫୫,୩୭୬ ହୋଇ ଯାଇଛି ।
ଝାରଖଣ୍ଡରେ କରୋନାର ୩,୨୫୮ ନୂଆ ମାମଲା
ରାଂଚି, ଝାରଖଣ୍ଡରେ କରୋନାର ୩,୨୫୮ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩,୦୮୯ହୋଇଛି ।