
କୋଲକାତା , ପଶ୍ଚିମବଙ୍ଗ ରେ ଗତ ୨୪ ଘଂଟାରେ ୧୪,୯୩୮ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୬୦,୩୦୫ ହୋଇ ଯାଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୧୮,୨୮୬ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧୮,୨୮୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୯,୮୧୯ ହୋଇ ଯାଇଛି ।
ଚଣ୍ଡିଗଡରେ ଗତ ୨୪ ଘଂଟାରେ ୧,୩୫୮ କରୋନାର ନୂଆ ମାମଲା
ଚଣ୍ଡିଗଡ, ଚଣ୍ଡିଗଡରେ ଗତ ୨୪ ଘଂଟାରେ ୧,୩୫୮ ନୂଆ କରୋନାର ମାମଲା ସାମନାକୁ ଆସିଛି । । ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ସକ୍ରିୟ ମାମଲାର ସଂଖ୍ୟା ୯,୨୦୩ ରହିଛି ।