
ରାଂଚି, ଝାରଖଣ୍ଡରେ କରୋନାର ୨,୭୭୬ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧,୭୪୭ ହୋଇଛି ।
ପଂଜାବରେ ଗତ ୨୪ ଘଂଟାରେ ୭,୩୯୬ କରୋନାର ନୂଆ ମାମଲା
ଚଣ୍ଡିଗଡ , ପଂଜାବ ଗତ ୨୪ ଘଂଟାରେ ୭,୩୯୬ ନୂଆ କରୋନାର ମାମଲା ସାମନାକୁ ଆସିଛି । । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧,୨୫୦ ହୋଇଛି ।
ମୁମ୍ବାଇରେ ଗତ ୨୪ ଘଂଟାରେ ୭,୮୯୫ କରୋନାର ନୂଆ ମାମଲା
ମୁମ୍ବାଇ , ମୁମ୍ବାଇରେ ଗତ ୨୪ ଘଂଟାରେ ୭,୮୯୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ଏଠାରେ ମୋଟ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬୦,୩୭୧ ହୋଇଛି ।