
ପାଣଜୀ , ଗୋଆରେ ଗତ ୨୪ ଘଂଟାରେ ୩,୨୩୨ ନୂଆ କରୋନାର ମାମଲା ସାମନାକୁ ଆସିଛି । । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୧,୩୮୧ ହୋଇଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୪୧,୩୨୭ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୪୧,୩୨୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୯ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୬୫,୩୪୬ ହୋଇଛି ।
ଆସାମରେ କରୋନାର ୨,୭୦୯ ନୂଆ ମାମଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୨,୭୦୯ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୯,୨୫୮ ହୋଇଛି । ରାଜ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।