
ଦିଲ୍ଲୀ,ଦିଲ୍ଲୀରେ ଗତ ୨୪ ଘଂଟାରେ ୧୨,୫୨୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୩,୯୮୨ ହୋଇ ଯାଇଛି ।
ଉତରାଖଣ୍ଡରେ ଗତ ୨୪ ଘଂଟାରେ ୩,୨୯୫ କରୋନାର ନୂଆ ମାମଲା
ଦେହରାଦୁନ , ଉତରାଖଣ୍ଡରେ ଗତ ୨୪ ଘଂଟାରେ ୩,୨୯୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଆସାମରେ କରୋନାର ୬,୯୮୨ ନୂଆ ମାମଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୬,୯୮୨ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୩,୯୪୮ହୋଇଛି । ରାଜ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।