
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୩୧,୧୧୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୯ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୬୭,୩୩୪ହୋଇଛି ।
ପଶ୍ଚିମ ବଙ୍ଗରେ ଗତ ୨୪ ଘଂଟାରେ ୯,୩୮୫ କରୋନାର ନୂଆ ମାମଲା
କୋଲକାତା ,ପଶ୍ଚିମବଙ୍ଗ ରେ ଗତ ୨୪ ଘଂଟାରେ ୯,୩୮୫ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୫୮,୬୨୩ ହୋଇ ଯାଇଛି ।
ହରିଆଣାରେ ଗତ ୨୪ ଘଂଟାରେ କରୋନାର ୯,୨୦୪ ନୂଆ ମାମଲା
ଚଣ୍ଡିଗଡ , ହରିଆଣାରେ ଗତ ୨୪ ଘଂଟାରେ ୯,୨୦୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୪,୮୧୪ ହୋଇଛି ।