
ରାଂଚି, ଝାରଖଣ୍ଡରେ କରୋନାର ୨,୪୯୯ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯,୯୭୪ହୋଇଛି ।
ରାଜ୍ୟରେ ଆଉ ୪ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ୱର, ରାଜ୍ୟରେ କରୋନା ସଂକ୍ରମିତ ଆଉ ୪ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ କରୋନା କାରଣରୁ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪୮୮୮ ହୋଇ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।