
ଭୁବନେଶ୍ୱର, ରାଜ୍ୟରେ କରୋନା ସଂକ୍ରମିତ ଆଉ ୬ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ କରୋନା କାରଣରୁ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪୮୯୪ ହୋଇ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ରାଜ୍ୟରେ ଆଉ ୬ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ୱର, ରାଜ୍ୟରେ କରୋନା ସଂକ୍ରମିତ ଆଉ ୬ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ କରୋନା କାରଣରୁ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪୮୯୪ ହୋଇ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରୁ ୨ ଜଣଙ୍କର ମୃତ୍ୟୁ ଘଟିଛି । ସେହିପରି ଭଦ୍ରକ, କଟକ, ଜଗତସିଂହପୁୁର ଓ ଝାରସୁଗୁଡା ଜିଲ୍ଲାରେ ଜଣେ – ଜଣେ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।