
ରାଂଚି, ଝାରଖଣ୍ଡରେ କରୋନାର ୨,୫୧୪ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮,୫୮୬ହୋଇଛି ।
ମୁମ୍ବାଇରେ ଗତ ୨୪ ଘଂଟାରେ ୬,୧୪୯ କରୋନାର ନୂଆ ମାମଲା
ମୁମ୍ବାଇ , ମୁମ୍ବାଇରେ ଗତ ୨୪ ଘଂଟାରେ ୬,୧୪୯ ନୂଆ କରୋନାର ମାମଲା ସାମନାକୁ ଆସିଛି । । ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ସକ୍ରିୟ ମାମଲାର ସଂଖ୍ୟା ୪୪,୦୮୪ ରହିଛି ।
ବିହାରରେ ୪୫୫୧ ନୂଆ କରୋନା ସଂକ୍ରମିତ ଚିହ୍ନଟ
ପାଟନା , ବିହାରରେ ଗତ ୨୪ ଘଂଟାରେ ୪୫୫୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩୩,୮୮୩ ହୋଇଛି