
ଶ୍ରୀନଗର, ଜାମ୍ମୁ କାଶ୍ମୀରରେ ଗତ ୨୪ ଘଂଟାରେ ୪,୬୫୧ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ଜାମ୍ମୁ କାଶ୍ମୀର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୧,୬୭୭ ହୋଇ ଯାଇଛି ।
ଗୁଜରାତରେ ଗତ ୨୪ ଘଂଟାରେ ୧୭,୧୧୯ କରୋନାର ନୂଆ ମାମଲା
ଗାନ୍ଧୀନଗର , ଗୁଜରାତରେ ଗତ ୨୪ ଘଂଟାରେ ୧୭,୧୧୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୨୩,୮୮୮ କରୋନାର ନୂଆ ମାମଲା
ଚେନ୍ନାଇ ,ତାମିଲନାଡୁରେ ଗତ ୨୪ ଘଂଟାରେ ୨୩,୮୮୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୯ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୬୧,୧୭୧ ହୋଇଛି
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୩୯,୨୦୭ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୩୯,୨୦୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୫୩ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୬୭,୬୫୯ ହୋଇଛି ।