
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୪୩,୬୯୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪୯ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୬୪,୭୦୮ ହୋଇଛି ।
ହରିଆଣାରେ ଗତ ୨୪ ଘଂଟାରେ କରୋନାର ୮,୮୪୭ ନୂଆ ମାମଲା
ଚଣ୍ଡିଗଡ , ହରିଆଣାରେ ଗତ ୨୪ ଘଂଟାରେ ୮,୮୪୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୯,୩୪୪ ହୋଇଛି ।
ଝାରଖଣ୍ଡରେ କରୋନାର ୨,୬୧୭ ନୂଆ ମାମଲା
ରାଂଚି, ଝାରଖଣ୍ଡରେ କରୋନାର ୨,୬୧୭ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୭,୪୨୨ ହୋଇଛି ।