
ମୁମ୍ବାଇ , ମୁମ୍ବାଇରେ ଗତ ୨୪ ଘଂଟାରେ ୩,୫୬୮ ନୂଆ କରୋନାର ମାମଲା ସାମନାକୁ ଆସିଛି । । ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ସକ୍ରିୟ ମାମଲାର ସଂଖ୍ୟା ୧୭,୪୯୭ ରହିଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୧୧,୪୮୬ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧୧,୪୮୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୮,୫୯୩ହୋଇ ଯାଇଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୪୬,୩୯୩ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୪୬,୩୯୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪୮ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୭୯,୯୩୦ ହୋଇଛି ।