
ଗାନ୍ଧୀନଗର , ଗୁଜରାତରେ ଗତ ୨୪ ଘଂଟାରେ ୨୩,୧୫୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହି ସମୟ ମଧ୍ୟରେ ୧୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦,୧୦୩ ଜଣ ସୁସ୍ଥ ହୋଇଥିବା ଜଣା ପଡିଛିା
ଜାମ୍ମୁ କାଶ୍ମୀରରେ ଗତ ୨୪ ଘଂଟାରେ ୬୫୬୮ କରୋନାର ନୂଆ ମାମଲା
ଶ୍ରୀନଗର, ଜାମ୍ମୁ କାଶ୍ମୀରରେ ଗତ ୨୪ ଘଂଟାରେ ୬୫୬୮ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ଜାମ୍ମୁ କାଶ୍ମୀର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩୯,୧୧୩ ହୋଇ ଯାଇଛି ।
ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ କରୋନାର ୧୨,୯୨୬ ନୂଆ ମାମଲା
ହାଇଦ୍ରାବାଦ , ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୧୨,୯୨୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୭୩,୧୪୩ ହୋଇଛି ।