
ରାଂଚି, ଝାରଖଣ୍ଡରେ କରୋନାର ୧,୭୫୫ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୧,୬୨୮ ହୋଇଛି ।
ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋବିଡ ପାଇଁ ୧୮,୭୫,୫୩୩ ନମୂନାର ପରୀକ୍ଷଣ
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୮,୭୫,୫୩୩ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୭୧,୫୫,୨୦,୫୮୦ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ
କରୋନାରେ ଦେଶରେ ଗତ ୨୪ ଘଂଟାରେ ୩,୩୩,୫୩୩ ନୂଆ ମାମଲା
ନୂଆଦିଲ୍ଲୀ,ଦେଶରେ ଗତ ୨୪ଘଂଟା ମଧ୍ୟରେ ୩,୩୩,୫୩୩ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୫୨୫ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୧,୮୭,୨୦୫ ଥିବା ବେଳେ ବର୍ତମାନ ସୁଦ୍ଧା ୪୮୯୪୦୯ ଜଣ ମୃତ୍ୟୁ ବରଣ କରିଛନ୍ତି ।