
ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପିସିସି ସଭାପତି ନିରଂଜନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ କୋଭିଡ ସଂକ୍ରମିତ ହୋଇଥିବା ବିଷୟରେ ଅବଗତ ହେଲି । ତାଙ୍କର ଆଶୁଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି ।