ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୪୦,୮୦୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪୪ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୯୩,୩୦୫ ହୋଇଛି ।
ପଶ୍ଚିମ ବଙ୍ଗରେ ଗତ ୨୪ ଘଂଟାରେ ୬,୯୮୦ କରୋନାର ନୂଆ ମାମଲା
କୋଲକାତା , ପଶ୍ଚିମବଙ୍ଗ ରେ ଗତ ୨୪ ଘଂଟାରେ ୬,୯୮୦ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୧୦,୧୮୩ ହୋଇ ଯାଇଛି ।
ପଶ୍ଚିମ ବଙ୍ଗରେ ଗତ ୨୪ ଘଂଟାରେ ୬,୯୮୦ କରୋନାର ନୂଆ ମାମଲା
କୋଲକାତା ,ପଶ୍ଚିମବଙ୍ଗ ରେ ଗତ ୨୪ ଘଂଟାରେ ୬,୯୮୦ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୧୦,୧୮୩ ହୋଇ ଯାଇଛି ।