ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୩୮,୦୮୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪୯ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩,୨୮,୭୧୧ ହୋଇଛି ।
ଗୁଜରାତରେ ଗତ ୨୪ ଘଂଟାରେ ୧୨,୯୧୧ କରୋନାର ନୂଆ ମାମଲା
ଗାନ୍ଧୀନଗର , ଗୁଜରାତରେ ଗତ ୨୪ ଘଂଟାରେ ୧୨,୯୧୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହି ସମୟ ମଧ୍ୟରେ ୨୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧,୧୭,୮୮୪ଟି ସକ୍ରିୟ ମାମଲା ରହିଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୨୫,୪୨୫ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୨୫,୪୨୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪୨ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୮୭,୩୯୭ ହୋଇଛି ।