ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୨୪,୯୪୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୦୩ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୬୬,୫୮୬ ହୋଇଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୩୧,୧୯୮ କରୋନାର ନୂଆ ମାମଲା
ବେଙ୍ଗାଲୁରୁ ,କର୍ଣାଟକରେ ଗତ ୨୪ ଘଂଟାରେ ୩୧,୧୯୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୫୦ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨,୮୮,୭୬୭ ହୋଇଛି ।
ଛତିଶଗଡରେ ଗତ ୨୪ ଘଂଟାରେ କରୋନାର ୩,୯୧୯ ଟି ନୂଆ ମାମଲା
ରାୟପୁର, ଛତିଶଗଡରେ ଗତ ୨୪ ଘଂଟାରେ କରୋନାର ୩,୯୧୯ ଟି ନୂଆ ମାମଲା ସାମନାକୁ ଆସିଛି । । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୬,୧୨୩ହୋଇଛି ।