ଭୁବନେଶ୍ୱର, ରାଜ୍ୟରେ କରୋନା ସଂକ୍ରମିତ ଆଉ ୧୫ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ କରୋନା କାରଣରୁ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୮୫୭୫ ହୋଇ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଗଂଜାମ ଓ ଖୋର୍ଧା ଜିଲ୍ଲାରେ ୩-୩ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେହିପରି ଅନୁଗୁଳ, ବରଗଡ, କଟକ, କେନ୍ଦ୍ରାପଡା, ମୟୁରଭଂଜ, ନବରଂଗପୁର, ନୂଆପଡା, ପୁରୀ ଓ ରାୟଗଡା ଜିଲ୍ଲାରେ ଜଣେ – ଜଣେ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
ରାଜ୍ୟରେ ଆଉ ୧୫ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ୱର, ରାଜ୍ୟରେ କରୋନା ସଂକ୍ରମିତ ଆଉ ୧୫ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ କରୋନା କାରଣରୁ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୮୫୭୫ ହୋଇ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି