ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୩୩,୩୩୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୭୦ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨,୫୨,୧୩୨ ହୋଇଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୨୪,୪୧୮ କରୋନାର ନୂଆ ମାମଲା
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୨୪,୪୧୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪୬ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨,୦୮,୩୫୦ ହୋଇଛି ।
ପଂଜାବରେ ଗତ ୨୪ ଘଂଟାରେ ୩,୩୨୫ କରୋନାର ନୂଆ ମାମଲା
ଚଣ୍ଡିଗଡ , ପଂଜାବ ଗତ ୨୪ ଘଂଟାରେ ୩,୩୨୫ ନୂଆ କରୋନାର ମାମଲା ସାମନାକୁ ଆସିଛି । । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯,୪୬୬ ହୋଇଛି ।