କୋଲକାତା , ପଶ୍ଚିମବଙ୍ଗ ରେ ଗତ ୨୪ ଘଂଟାରେ ୧,୯୧୦ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୫,୭୦୯ ହୋଇ ଯାଇଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୨୪,୧୭୨ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୨୪,୧୭୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୫୬ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨,୪୪,୩୩୧ ହୋଇଛି ।
ମୁମ୍ବାଇରେ ଗତ ୨୪ ଘଂଟାରେ ୯୬୦ କରୋନାର ନୂଆ ମାମଲା
ମୁମ୍ବାଇ , ମୁମ୍ବାଇରେ ଗତ ୨୪ ଘଂଟାରେ ୯୬୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ଏଠାରେ ମୋଟ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବଢି ୯,୯୦୦ହୋଇଛି ।