
ଭୁବନେଶ୍ୱର, ରାଜ୍ୟରେ କରୋନା ସଂକ୍ରମିତ ଆଉ ୧୮ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ କରୋନା କାରଣରୁ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୮୬୬୬ ହୋଇ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ମୃତକଙ୍କ ମଧ୍ୟରେ କଟକ, ଜଗତସିଂହପୁର, ଭଦ୍ରକ, ଖୋର୍ଧା, ସୁନ୍ଦରଗଡ ଜିଲ୍ଲାରୁ ୩ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ଦେବଗଡ, ନୟାଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।.