ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୧,୦୨୮ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫,୧୭୮ହୋଇଛି । ରାଜ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ପଶ୍ଚିମ ବଙ୍ଗରେ ଗତ ୨୪ ଘଂଟାରେ ୨,୭୨୩ କରୋନାର ନୂଆ ମାମଲା
କୋଲକାତା , ପଶ୍ଚିମବଙ୍ଗ ରେ ଗତ ୨୪ ଘଂଟାରେ ୨,୦୧୪ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧,୮୮୦ହୋଇ ଯାଇଛି ।
ଗୁଜରାତରେ ଗତ ୨୪ ଘଂଟାରେ ୮,୯୩୪ କରୋନାର ନୂଆ ମାମଲା
ଗାନ୍ଧୀନଗର , ଗୁଜରାତରେ ଗତ ୨୪ ଘଂଟାରେ ୮,୯୩୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬୯,୧୮୭ ହୋଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୩,୦୨୮ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୩,୦୨୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪,୮୭୦ହୋଇ ଯାଇଛି ।