ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୧୬,୪୩୬ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୨ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ରାଜ୍ୟରେ ୧,୪୮,୮୦୦
କରୋନାରେ ଦେଶରେ ଗତ ୨୪ ଘଂଟାରେ ୧,୪୯,୩୯୪ ନୂଆ ମାମଲା
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ ୧,୪୯,୩୯୪ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୧୦୭୨ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୪,୩୫,୫୬୯ ଥିବା ବେଳେ ବର୍ତମାନ ସୁଦ୍ଧା ୫,୦୦,୦୫୫ ଜଣ ମୃତ୍ୟୁ ବରଣ କରିଛନ୍ତି ।
ଆସାମରେ କରୋନାର ୧,୦୧୯ ନୂଆ ମାମଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୧,୦୧୯ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩,୭୮୬ହୋଇଛି । ରାଜ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।