ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୧୬,୪୩୬ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୨ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ରାଜ୍ୟରେ ୧,୪୮,୮୦୦ ସକ୍ରିୟ ମାମଲା ରହିଛି ।
ମିଜୋରାମରେ ଗତ ୨୪ ଘଂଟାରେ ୧,୯୫୬ କରୋନାର ନୂଆ ମାମଲା
ଆଇଜଲ , ମିଜୋରାମରେ ଗତ ୨୪ ଘଂଟାରେ ୧,୯୫୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୫,୬୩୨ ହୋଇଛି ।