ଭୁବନେଶ୍ୱର, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବସନ୍ତ ପଂଚମୀ ଓ ସରସ୍ୱତୀ ପୂଜାରେ ଶୁଭକାମନା ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ବସନ୍ତ ପଂଚମୀ ଓ ସରସ୍ୱତୀ ପୂଜା ଅବସରରେ ସମସ୍ତଙ୍କୁ ଅଭିନନ୍ଦନ । ଏହି ପବିତ୍ର ସମୟ ଆପଣଙ୍କର ଜୀବନରେ ଉର୍ଜା, ଉତ୍ସାହ ଓ ହର୍ଷୋଲ୍ଲାସ ନେଇ ଆସୁ । ବିଦ୍ୟାର ଦେବୀ ମା ସରସ୍ୱତୀ ସମସ୍ତଙ୍କ ଜୀବନରେ ଅଜ୍ଞାନତାର ଅନ୍ଧକାରକୁ ଦୂର କରି ଶିକ୍ଷା , ଜ୍ଞାନ ଓ କୌଶଳରେ ସିଂଚିତ କରନ୍ତୁ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO