ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୧୩,୮୪୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୦୩ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୫୨୮୬ ହୋଇଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୧୪,୯୫୦ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୧୪,୯୫୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୮୧ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୨୩,୦୯୮ହୋଇଛି ।
ଗୁଜରାତରେ ଗତ ୨୪ ଘଂଟାରେ ୬,୦୯୭ କରୋନାର ନୂଆ ମାମଲା
ଗାନ୍ଧୀନଗର , ଗୁଜରାତରେ ଗତ ୨୪ ଘଂଟାରେ ୬,୦୯୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହି ସମୟ ମଧ୍ୟରେ ୩୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫୭,୫୨୧ ଟି ସକ୍ରିୟ ମାମଲା ରହିଛି ।