ଭୁବନେଶ୍ୱର, ରାଜ୍ୟରେ କରୋନା ସଂକ୍ରମିତ ଆଉ ୨୩ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ କରୋନା କାରଣରୁ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୮୭୩୪ ହୋଇ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣଙ୍କର ମୃତ୍ୟୁ ଘଟିଛି । ଅପରପକ୍ଷରେ ପୁରୀ ଜିଲ୍ଲାରୁ ୩ଜଣ ରହିଛନ୍ତି । ସେହିପରି ନୟାଗଡ଼ ଓ କୋରାପୁଟ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ କେନ୍ଦୁଝର, କଳାହାଣ୍ଡି, କନ୍ଧମାଳ, ଜଗତସିଂହପୁର, ଗଞ୍ଜାମ, ବଲାଙ୍ଗୀର,ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ରାଜ୍ୟରେ ଆଉ ୨୩ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ୱର, ରାଜ୍ୟରେ କରୋନା ସଂକ୍ରମିତ ଆଉ ୨୩ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ କରୋନା କାରଣରୁ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୮୭୩୪ ହୋଇ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।