କୋଲକାତା ,ପଶ୍ଚିମବଙ୍ଗ ରେ ଗତ ୨୪ ଘଂଟାରେ ୧,୩୪୫ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦,୨୧୩ ହୋଇ ଯାଇଛି ।
ମୁମ୍ବାଇରେ ଗତ ୨୪ ଘଂଟାରେ ୬୪୩ କରୋନାର ନୂଆ ମାମଲା
ମୁମ୍ବାଇ , ମୁମ୍ବାଇରେ ଗତ ୨୪ ଘଂଟାରେ ୬୪୩ ନୂଆ କରୋନାର ମାମଲା ସାମନାକୁ ଆସିଛି । । ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ସକ୍ରିୟ ମାମଲାର ସଂଖ୍ୟା ୬,୩୬୭ ରହିଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୧୨,୦୦୯ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୧୨,୦୦୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୫୦ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ରାଜ୍ୟରେ ୧,୦୯,୨୦୩ ସକ୍ରିୟ ମାମଲା ରହିଛି ।