ଭୁବନେଶ୍ୱର – ହୀରାକୁଦର ଉପରମୁଣ୍ଡରେ ପ୍ରବଳ ବର୍ଷା ହୋଇଥିବାରୁ ଗତକାଲି ଭଳି ଆଜି ମଧ୍ୟ ହୀରାକୁଦ ଜଳଭଣ୍ଡାରର ୨୦ ଟି ଗେଟ୍ ଖୋଲାଯାଇଛି । ପ୍ରତି ସେକେଣ୍ଡରେ ୩ଲକ୍ଷ ୨୯ ହଜାର ଘନଫୁଟ୍ ଜଳ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଥିବା ବେଳେ ୩ଲକ୍ଷ ୪୧ ହଜାର ଘନଫୁଟ ଜଳ ନିଷ୍କାସିତ ହେଉଛି ।
Related Stories
November 22, 2024