ଭୁବନେଶ୍ୱର, ରାଜ୍ୟରେ କରୋନା ସଂକ୍ରମିତ ଆଉ ୨୦ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ କରୋନା କାରଣରୁ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୮୮୩୮ ହୋଇ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ମୃତକଙ୍କ ମଧ୍ୟରେ ଯାଜପୁର ଜିଲ୍ଲାରୁ ୪ଜଣ ରହିଥିବା ବେଳେ ବାଲେଶ୍ୱର, କେନ୍ଦ୍ରାପଡା, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏଁ ରହିଛନ୍ତି । ସେହିପରି ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ, ଭଦ୍ରକ, କଟକ, ଜଗତସିଂହପୁର, କେନ୍ଦୁଝର ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ରାଜ୍ୟରେ ଆଉ ୨୦ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ୱର, ରାଜ୍ୟରେ କରୋନା ସଂକ୍ରମିତ ଆଉ ୨୦ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ କରୋନା କାରଣରୁ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୮୮୩୮ ହୋଇ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।