ତିରୁବନନ୍ତପୁରମ ,କେରଳରେ ଗତ ୨୪ ଘଂଟାରେ ୧୬,୦୧୨ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୯୭୭କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୯୭୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୮୧୨ ହୋଇ ଯାଇଛି ।
ଗୁଜରାତରେ ଗତ ୨୪ ଘଂଟାରେ ୧,୮୮୩ କରୋନାର ନୂଆ ମାମଲା
ଗାନ୍ଧୀନଗର , ଗୁଜରାତରେ ଗତ ୨୪ ଘଂଟାରେ ୧,୮୮୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହି ସମୟ ମଧ୍ୟରେ ୧୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୮,୩୦୧ ଟି ସକ୍ରିୟ ମାମଲା ରହିଛି ।