ଭୁବନେଶ୍ୱର,ରାଜ୍ୟରେ କରୋନା ସଂକ୍ରମିତ ଆଉ ୨୨ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ କରୋନା କାରଣରୁ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୮୮୮୪ ହୋଇ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ମୃତକଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୮ଜଣ ରହିଥିବା ବେଳେ ସୁନ୍ଦରଗଡ଼ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ ରହିଛନ୍ତି । ସେହିପରି ଖୋର୍ଧା ଜିଲ୍ଲାରୁ ୨ ଜଣ ରହିଥିବା ବେଳେ ନବରଙ୍ଗପୁର, କେନ୍ଦୁଝର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଅନୁଗୁଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ରାଜ୍ୟରେ ଆଉ ୨୨ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ୱର, ରାଜ୍ୟରେ କରୋନା ସଂକ୍ରମିତ ଆଉ ୨୨ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ କରୋନା କାରଣରୁ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୮୮୮୪ ହୋଇ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।