ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୯୨୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୩୩୧ହୋଇ ଯାଇଛି ।
ମିଜୋରାମରେ ଗତ ୨୪ ଘଂଟାରେ ୧୮୮୩ କରୋନାର ନୂଆ ମାମଲା
ଆଇଜଲ , ମିଜୋରାମରେ ଗତ ୨୪ ଘଂଟାରେ ୧୮୮୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୦୮୦୨ ହୋଇଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୨,୮୧୨ କରୋନାର ନୂଆ ମାମଲା
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୨,୮୧୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୭ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪୭,୬୪୩ହୋଇଛି ।